ଏଜବାଷ୍ଟନ: ଏଜବାଷ୍ଟନରେ ଇତିହାସ ରଚିଛି ଭାରତୀୟ ଦଳ। ଦ୍ୱିତୀୟ ଟେଷ୍ଟରେ ଇଂଲଣ୍ଡକୁ ୩୩୬ ରନରେ ପରାସ୍ତ ବର୍ମିଂହାମର ଏଜବାଷ୍ଟନ ଗ୍ରାଉଣ୍ଡରେ ୫୮ ବର୍ଷ ମରୁଡ଼ିର ଅନ୍ତ ଘଟିଛି। ଏହା ସହିତ ଟିମ୍ ଇଣ୍ଡିଆ ସିରିଜକୁ ୧-୧ରେ ବରାବର କରିଛି। ବର୍ମିଂହାମରେ ଖେଳାଯାଇଥିବା ଏହି ମ୍ୟାଚରେ ଟିମ୍ ଇଣ୍ଡିଆ ଇଂଲଣ୍ଡ ଦଳ ପାଇଁ ୬୦୮ ରନର ଏକ ବିଶାଳ ଲକ୍ଷ୍ୟ
Read More >