ଭୁବନେଶ୍ୱର: ଖେଳକୁଦ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ, ଏହା ମାଧ୍ୟମରେ ସମାଜରେ ଏକତା, ଭାଇଚାରା ଓ ସଦ୍ଭାବନା ଅସିଥାଏ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱର କଳିଙ୍ଗ ଷ୍ଟାଡିଅମରେ ଆୟୋଜିତ ୧୬ତମ ଟାଟା ଷ୍ଟିଲ ଫ୍ରେଣ୍ଡସିପ୍ କପ ଫୁଟବଲ ଟୁର୍ଣ୍ଣାମେଣ୍ଟ- ୨୦୨୬ ରେ ଯୋଗଦେଇ କହିଛନ୍ତି।
Read More >