୨୭ ତମ ବିହାରୀଲାଲ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲରେ ବାଜି ମାରିଲା ରାମେଶ୍ୱର ସ୍ପୋର୍ଟିଙ୍ଗ ଚମ୍ପିୟାନ ଦଳ। ୧୬ ଟି ଦଳ ମଧ୍ୟରେ କମାଲ ପାରି ଖେଳି ହାତେଇଛି ବିଜୟର ଟ୍ରଫି। ବିହାରୀଲାଲ ସ୍ପୋର୍ଟ୍ସ ଟ୍ରଷ୍ଟ ପକ୍ଷରୁ ଆୟୋଜିତ ଏହି ଟୁର୍ନାମେଣ୍ଟରେ ମୁଖ୍ୟ ଅତିଥି ରୂପେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ, ଓଡିଶା ଅଲମ୍ପିକ ଆସୋସିଏସନ ସଭାପତି ସମୀର ମହାନ୍ତି ଯୋଗ ଦେଇ ବିଜୟୀ ଦଳକୁ ଟ୍ରଫି ଏବଂ ପୁରସ୍କାର ରାଶି ପ୍ରଦାନ କରିଥିଲେ।
Read More >