ଭୁବନେଶ୍ୱର: ଜାତୀୟ ସ୍ତରର ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତାରେ ଓଡ଼ିଶା ପୋଲିସର କ୍ରୀଡାବିତମାନଙ୍କ ଚମକ ପୁଣିଥରେ ଦେଖିବାକୁ ମିଳିଛି । ସର୍ବ ଭାରତୀୟ ସ୍ତରର ବିଭିନ୍ନ ପ୍ରତିଯୋଗିତାରେ ୧୨ ଜଣ କ୍ରୀଡାବିତ ଉଲ୍ଲେଖନୀୟ ସଫଳତା ହାସଲ କରି ଓଡିଶା ପୋଲିସ ତଥା ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଏହି ଅବସରରେ ଭୁବନେଶ୍ୱରସ୍ଥିତ କମିଶନରେଟ୍ ପୋଲିସ ମୁଖ୍ୟାଳୟଠାରେ ଆୟୋଜିତ
Read More >