ନୂଆଦିଲ୍ଲୀ: ଭାରତୀୟ ଷ୍ଟାର୍ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅନ୍ତର୍ଜାତୀୟ କ୍ରିକେଟ୍ ପ୍ରତ୍ୟାବର୍ତ୍ତନକୁ ନେଇ ପୁଣି ଏକ ବଡ଼ ଝଟ୍କା ଲାଗିଛି। ଆସନ୍ତା ସେପ୍ଟେମ୍ବର ୧୩ରୁ ଆରମ୍ଭ ହେବାକୁ ଥିବା ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ୍ରେ ସେ ଦଳକୁ ଫେରିବେ ବୋଲି ଆଶା କରାଯାଉଥିଲା। ମାତ୍ର ଅଭ୍ୟାସ ସମୟରେ ପାଦରେ ସାମାନ୍ୟ ଆଘାତ ଲାଗିବା ଯୋଗୁଁ ତାଙ୍କୁ ମଇଦାନକୁ ଫେରିବା ପାଇଁ ଆହୁରି କିଛି ଦିନ ଅପେକ୍ଷା କରିବାକୁ ପଡ଼ିପାରେ।
Read More >