ଟି୨୦ ବିଶ୍ୱକପ୍-୨୦୨୬ରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ସେମିଫାଇନାଲ ମ୍ୟାଚ୍ ଏକ ବ୍ଲକବଷ୍ଟର ସିନେମା ପରି ଥିଲା। ଭାରତ ଏକ ରୋମାଞ୍ଚକର ମ୍ୟାଚ୍ରେ ଇଂଲଣ୍ଡକୁ ୭ ରନ୍ରେ ପରାସ୍ତ କରି ଫାଇନାଲରେ ସ୍ଥାନ ପକ୍କା କରିଥିଲା। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚ୍ରେ ଭାରତ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୭ ୱିକେଟ ହରାଇ ୨୫୩ ରନ କରିଥିଲା।
Read More >