ରାଜ୍ୟରେ ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪କୁ ମୁକ୍ତ, ଅବାଧ, ସ୍ୱଚ୍ଛ ଓ ନିରପେକ୍ଷ କରିବା ପାଇଁ ଅନିୟମିତ ଅର୍ଥ ଓ ସାମଗ୍ରୀ ଚାଲାଣ ଉପରେ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଇଛି ଏବଂ ଏହାର ଶୂନ୍ୟ ସହନଶୀଳତା ନୀତି ଗ୍ରହଣ କରିବାକୁ ସଂପୃକ୍ତ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ପ୍ରକାଶ କରିଛନ୍ତି ।
Read More >