ଭୁବନେଶ୍ୱର: ଆଧ୍ୟାତ୍ମିକ ଜୀବନଶୈଳୀ ଆମକୁ ସରଳ, ନିରାଡମ୍ବର ଏବଂ ମିତବ୍ୟୟୀ ହେବାକୁ ପ୍ରେରଣା ଦିଏ । ଏହା ଦ୍ୱାରା ଆମେ ପ୍ରକୃତିର ସମ୍ପଦକୁ ବିଚାରଯୋଗ୍ୟ ବ୍ୟବହାର କରିଥାଉ। ଆଧ୍ୟାତ୍ମିକ ଜୀବନଶୈଳୀ ଆମର ଅସନ୍ତୁଳିତ ଇଚ୍ଛାକୁ ନିୟନ୍ତ୍ରିତ କରିଥାଏ ଏବଂ ଏହି ଶିକ୍ଷା, ବ୍ରହ୍ମକୁମାରୀ ସିଷ୍ଟର ଶିବାନୀ, ଜଣେ ଆଧ୍ୟାତ୍ମିକ ଶିକ୍ଷକ ଭାବେ ସାରା ବିଶ୍ୱକୁ ଶିଖାଇ ଆସୁଛନ୍ତି । ବ୍ରହ୍ମକୁମାରୀ ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗ ଦେବା ଅବସରରେ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
Read More >