ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ର ପଞ୍ଚମ ପର୍ଯ୍ୟାୟ ତଥା ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ, ଆସ୍କା ସଂସଦୀୟ କ୍ଷେତ୍ର ତଥା ଉକ୍ତ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ୩୫ ବିଧାନସଭା କ୍ଷେତ୍ରରେ ଆଜି ଶାନ୍ତିଶୃଙ୍ଖଳାର ସହ ମତଦାନ ଚାଲିଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ନିକୁଞ୍ଜ ବିହାରୀ ଧଳ ସୂଚନା ଦେଇଛନ୍ତି ।
Read More >