ବିଗତ କିଛି ଦିନ ହେବ ବିଭିନ୍ନ ଜାତୀୟ ଉଦ୍ୟାନରେ କୁମ୍ଭୀର ଗଣନା ଚାଲିଛି। ଭିତରକନିକାରେ ମଧ୍ୟ କୁମ୍ଭୀର ଗଣତି ସାରିଛି। ଏପରିକି ଶିମିଳିପାଳରେ କୁମ୍ଭୀର ଗଣନା ବେଳେ କୁମ୍ଭୀର ସଂଖ୍ୟା ବଢିଛି। ଗତବର୍ଷ ତୁଳନାରେ ୩ଟି ବଢିଛନ୍ତି। ବର୍ତ୍ତମାନ ମୋଟ ୮୪କୁ ବୃଦ୍ଧି ପାଇଛି କୁମ୍ଭୀରଙ୍କ ସଂଖ୍ୟା। ତେବେ ସର୍ବାଧିକ ୬୦ କୁମ୍ଭୀର ପଶ୍ଚିମ ଦେଓ ନଦୀରେ ଅଛନ୍ତି ବୋଲି ବନ ବିଭାଗ ପକ୍ଷରୁ ସୂଚନା ମିଳିଛି।
Read More >