ଆସନ୍ତା ୨୮ ତାରିଖରେ ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ଓଡ଼ିଶା ଆସିବେ । ବ୍ରହ୍ମପୁରରେ ସାଧାରଣ ସଭାକୁ ସମ୍ବୋଧିତ କରିବେ ନଡ୍ଡା। ବ୍ରହ୍ମପୁରରୁ ନବରଙ୍ଗପୁର ଯିବେ,ସେଠାରେ କାର୍ଯ୍ୟକର୍ତ୍ତାଙ୍କୁ ଭେଟିବେ। ଆଗକୁ ସାଧାରଣ ନିର୍ବାଚନ ଏନେଇ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେବେ ନଡ୍ଡା।
ଜେ.ପି ନଡ୍ଡାଙ୍କ ଗସ୍ତ ନେଇ ବିଜେପି ନେତା ତଥା ପୂର୍ବତନ ବିଜେପି ସଭାପତି ସମୀର ମହାନ୍ତିଙ୍କ ସୂଚନା ଦେଇଛନ୍ତି ।