ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର । ଆଜି ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ବ୍ୟାଙ୍କ୍ ଖାତାକୁ ଆସିବ ସୁଭଦ୍ରାର ଚତୁର୍ଥ କିସ୍ତି ଟଙ୍କା । କୋଟିଏରୁ ଅଧିକ ମହିଳାଙ୍କୁ ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ସହାୟତା ରାଶି । ପୁରୀର ତାଳବଣିଆ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ ହୋଇ ମହିଳାଙ୍କୁ ଟଙ୍କା ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।
Read More >