ଏଣିକି ସରକାରୀ ବସ୍ରେ ମାଗଣାରେ ସ୍କୁଲ ଓ କଲେଜକୁ ଯାତାୟାତ କରିପାରିବେ ଛାତ୍ରଛାତ୍ରୀ । ମୁଖ୍ୟମନ୍ତ୍ରୀ ବସ୍ ସେବା ଯୋଜନାରେ ଛାତ୍ରଛାତ୍ରୀଙ୍କୁ ଏହି ସୁବିଧା ମିଳିବ । ସ୍କୁଲ ୟୁନିଫର୍ମ ପିନ୍ଧି ଆଇକାର୍ଡ ଦେଖାଇଲେ ସରକାରୀ ବସ୍ରେ ମାଗଣାରେ ଛାତ୍ରଛାତ୍ରୀ ଯାଇପାରିବେ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ଶାଳିନୀ ପଣ୍ଡିତ, ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବଙ୍କୁ ଚିଠି ଲେଖି ଏ ସମ୍ପର୍କରେ ଜଣାଇଥିଲେ ।
Read More >