ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଆଉ ଜଣେ ସହକାରୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡିଶା ଭିଜିଲାନ୍ସ ପକ୍ଷରୁ ଆର୍ ଆଣ୍ଡ ବିର ସହକାରୀ ନିର୍ବାହୀ ଯନ୍ତ୍ରୀ ଏନ.ଦିଲ୍ଲୀପ କୁମାର ଚୌଧୁରୀଙ୍କ ବାସଭବନ ଓ କାର୍ଯ୍ୟାଳୟ ସମେତ ୪ଟି ସ୍ଥାନରେ ଏକକାଳୀନ ଚଢ଼ଉ ଚାଲିଛି। ଏହି ଚଢଉରେ ୩ ଜଣ ଡିଏସଏସପି, ୭ ଜଣ ଇନ୍ସପେକ୍ଟରଙ୍କ ନେତୃତ୍ୱରେ ଗୋଟିଏ ଟିମ୍ ଗଠନ କରାଯାଇଛି। ଭିଜିଲାନ୍ସ ଦ୍ୱାରା ଏକକାଳୀନ ଅନେକ ସ୍ଥାନରେ ରେଡ ଚାଲିଛି ସେହିଗୁଡିୃକ ହେଉଛି ।
- ୧.ଭୁବନେଶ୍ୱରର ସହୀଦ ନଗରର ଇଭୋସ୍ ଏକ୍ସୋଟିକା ଆପାର୍ଟମେଣ୍ଟରେ ଗୋଟିଏ ୩ ବିଏଚକେ ଫ୍ଲାଟ୍
- ୨.ବ୍ରହ୍ମପୁରର ମୟୁରୀ ବିହାରରେ ଗୋଟିଏ ଦୁଇ ମହଲା କୋଠା
- ୩. ବ୍ରହ୍ମପୁରର ଆର୍ ଆଣ୍ଡ୍ ବି ଡିଭିଜନ-୧ରେ ତାଙ୍କର କାର୍ଯ୍ୟାଳୟ
- ୪. ଧର୍ମ ନଗର, ବ୍ରହ୍ମପୁରର ସ୍ପେକ୍ଟ୍ରମ୍ ରୟାଲ୍ ଠାରେ ଗୋଟିଏ ଫ୍ଲାଟ୍