ଶିକ୍ଷା ଓ ଅନୁସନ୍ଧାନର ପୂର୍ବତନ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଗଠିତ ଆଲୁମନାଇ ସେଲ୍- ସୋଆ ପକ୍ଷରୁ ଶନିବାର ଗ୍ରାଣ୍ଡ ହୋମ କମିଂ-୨୦୨୫ ବନ୍ଧୁ ମିଳନ ଆୟୋଜିତ ହୋଇଯାଇଛି। କାର୍ଯ୍ୟକ୍ରମରେ ୧୫୦୦ ରୁ ଊର୍ଦ୍ଧ୍ୱ ପୁରାତନ ଛାତ୍ରଛାତ୍ରୀ ସାମିଲ ହୋଇଥିବା ବେଳେ ଶନିବାର ପ୍ରଥମାର୍ଦ୍ଧରେ ନିଜ ନିଜ ଅନୁଷ୍ଠାନରେ ଆୟୋଜିତ ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଅପରାହ୍ନରେ ସୋଆ କ୍ୟାମ୍ପସ -୨ ଅଡିଟୋରିୟମ୍ରେ ଆୟୋଜିତ ଗ୍ରାଣ୍ଡ ହୋମ କମିଂ କାର୍ଯ୍ୟକ୍ରମରେ ସେମାନେ ସାମିଲ ହୋଇଥିଲେ।
Read More >