ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ। ଉତ୍ତର-ପଶ୍ଚିମ ଓ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ସହ ସଂଲଗ୍ନ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହେଉଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ୫ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Read More >