ଆଜି ୧୨ଘଣ୍ଟିଆ ଦେବଗଡ଼ ବନ୍ଦ ଡାକରା। ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ ଜିଲ୍ଲା ମହିଳା ଏକତା ମଞ୍ଚ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। ତେବେ ଏହି ବନ୍ଦ ପ୍ରଭାବରେ ଦୋକାନ, ବଜାର ବନ୍ଦ ରହିବା ସହ ଯାତାୟାତ ଠପ୍ ହୋଇଯାଇଛି। ୪୯ ନମ୍ବର ଜାତୀୟ ରାଜପଥର ଉଭୟ ପାର୍ଶ୍ଵରେ ଶହଶହ ଯାନବାହାନ ଅଟକି ରହିଛି। ତେବେ ଜରୁରୀକାଳୀନ ସେବାକୁ ବନ୍ଦରୁ ବାଦ୍ ଦିଆଯାଇଛି।
Read More >