ପିପିଲି ଅଞ୍ଚଳର ଜଣେ ପରିଚିତ ବ୍ୟକ୍ତିତ୍ୱ, ଶିକ୍ଷାବିତ୍ ତଥା ବିଶିଷ୍ଟ ଚଳଚ୍ଚିତ୍ର ପ୍ରଯୋଜକ ରବି ସ୍ୱାଇଁ ଅସୁସ୍ଥତା କାରଣରୁ ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କର ସ୍ୱାସ୍ଥ୍ୟାବସ୍ଥା ବିଷୟରେ ଜାଣିବା ପରେ ତାଙ୍କ ଶୁଭେଚ୍ଛୁ ଓ ପିପିଲି ଅଞ୍ଚଳର ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କର ଆରୋଗ୍ୟ କାମନା କରିଛନ୍ତି।
Read More >