ରାଜ୍ୟରେ ଅସହ୍ୟ କଲାଣି ତାତି। ଦିନକୁ ଦିନ ବଢୁଛି ଖରାର ପ୍ରଭାବ। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ତାତିର ତୀବ୍ରତା ଅଧିକ ଅନୁଭବ ହେଉଛି। ସକାଳ ୧୦ଟା ପରେ ଘରୁ ବାହାରିବା ଅସମ୍ଭବ ହୋଇପଡିଛି। ତାତି ଓ ଗୁଳୁଗୁଳିରେ ଜନଜୀବନ ପ୍ରଭାବିତ। ଆଜି ୨ରୁ ୩ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ ବଢିପାରେ ପାରଦ। ୨୦ ରୁ ୨୨ ତାରିଖ ବେଳକୁ ବଲାଙ୍ଗିର, ଟିଟିଲାଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରରେ ତାପମାତ୍ରା ୪୬ ଡିଗ୍ରୀ ଛୁଇଁପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।
Read More >