ସମ୍ବଲପୁର: ନକଲି ସିମ୍ କାର୍ଡ ରାକେଟ ସମ୍ବଲପୁରରୁ ଲମ୍ବିଛି ଝାଡ଼ଖଣ୍ଡ ଯାଏ । ସମ୍ବଲପୁର ସାଇବର ଥାନା ପୋଲିସ ନକଲି ସିମ୍ କାର୍ଡ ପ୍ରସ୍ତୁତ କରି ବିକ୍ରି କରୁଥିବା ଏକ ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି । ସାଇବର ପୋଲିସ ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ପଞ୍ଚପୁଟର ସୂରଜ ବାଗ (୨୪), ସିନାପାଲିର ମାଳତୀ ଓରାମ ଓରଫ ମାଳା (୨୯) ଏବଂ ମୋତିଝରଣର ପାପୁ ଓରଫ ଶେଖ ପରୱେଜ (୩୨) ।
Read More >