ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟିହୋଇଥିବା ଅବପାତ ଉପକୂଳ ମୁହାଁ ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ହେବାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଆସନ୍ତା କିଛି ଦିନରେ ସମ୍ଭାବ୍ୟ ପ୍ରବଳ ବର୍ଷାର ପୂର୍ବାନୁମାନକୁ ଦୃଷ୍ଟିରେ ରଖି ସହରାଞ୍ଚଳରେ ଆଗୁଆ ପ୍ରସ୍ତୁତି ହୋଇଛି । ଆକସ୍ମିକ ବନ୍ୟା, ଜଳବନ୍ଦୀ ଓ ବର୍ଷାଜନିତ ଅନ୍ୟାନ୍ୟ ସମସ୍ୟାର ମୁକାବିଲା ପାଇଁ
Read More >