ରାଉରକେଲା ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍ । ବିଧାନସଭା ନିର୍ବାଚନରେ ଅନିୟମିତତା ଅଭିଯୋଗ ମାମଲାରେ ସୋମବାର ହାଇକୋର୍ଟ ସାରଦାଙ୍କୁ ଏହି ନୋଟିସ୍ କରିଛନ୍ତି । ପ୍ରତିପକ୍ଷ ଦିଲୀପ ରାୟଙ୍କ ମାମଲା ଆଧାରରେ ନୋଟିସ କରିଛନ୍ତି ମାନ୍ୟବର କୋର୍ଟ। ଆସନ୍ତା ଅଗଷ୍ଟ ୨୭ ତାରିଖଏହି ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି।