ଭୁବନେଶ୍ୱର: ରାଜ୍ୟ ସରକାର ବିଭିନ୍ନ ବିଭାଗରେ କାର୍ଯ୍ୟରତ ଥିବା ୫ ଜଣ ଆଇଏଏସ୍ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରିଛନ୍ତି । ଏହି କ୍ରମରେ କଟକ ଶିଳ୍ପ ନିର୍ଦ୍ଦେଶକ ଥିବା ଆବୋଲି ସୁନୀଲ ନରଭାଣେଙ୍କୁ ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମ, କଟକର ପରିଚାଳନା ନିର୍ଦ୍ଦେଶକ ଏବଂ ଓଡ଼ିଶା ରାଜ୍ୟ ଆର୍ଥିକ ନିଗମ, କଟକର ପରିଚାଳନା ନିର୍ଦ୍ଦେଶକ ଭାବରେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି ।
Read More >