୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୮ ବର୍ଷରୁ କମ୍‌ ବୟସର ୧୦୬୧ଜଣ ଆକ୍ରାନ୍ତ
Khabar Odisha:In-24-hours-11086-cases-of-Covid-positive-were-detected-with-1061-people-under-the-age-of-18-being-infected
ଭୁବନେଶ୍ୱର ,ଜାନୁଆରୀ 18(ଖବର ଓଡ଼ିଶା):

 ଗତ ୨୪ ଘଣ୍ଟା ମଧ୍ୟରେ ୧୧୦୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୫୫୪୮୭ଜଣକୁ ବୃଦ୍ଧି ପାଇଛି ।

ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୪୩୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୬୫୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୦୬୧ଜଣ ରହିଛନ୍ତି 

  • Tags:

Subscribe

National International State Sports Entertainment