ର ଉପରେ ଚଢ଼ିଗଲା କାଜୁ ବୋଝେଇ ଟ୍ରକ l ଗଞ୍ଜାମ ଜିଲ୍ଲା ତପ୍ତପାଣି ଘାଟି ଖେମୁଣ୍ଡି ଖୋଲ ରାସ୍ତାରେ କାର ଉପରେ ଚଢ଼ିଗଲା କାଜୁ ବୋଝେଇ ଟ୍ରକ l ଫଳରେ କାରରେ ଥିବା ପାଞ୍ଚ ଜଣ ଆହତ ହୋଇଛନ୍ତି l ପାଞ୍ଚ ଜଣ ଯୁବକ ଭୁବନେଶ୍ୱରରୁ କୋରାପୁଟ ଜୟପୁରକୁ ଫେରୁଥିଲେ l Read More >
ଆଜି ନନ୍ଦନକାନନର ୬୬ ତମ ପ୍ରତିଷ୍ଠା ଦିବସ ଅବସରରେ ନୂଆ ଜନ୍ତୁର ନାଁ ଘୋଷଣା କଲେ ଜଙ୍ଗଲ ଏବଂ ପରିବେଶ ମନ୍ତ୍ରୀ ଗଣେଷ ରାମ ସିଂ ଖୁଣ୍ଟିଆ Read More >
ନୂଆଦିଲ୍ଲୀ: ଆସନ୍ତା ବର୍ଷ ସାଧାରଣତନ୍ତ୍ର ଦିବସ ପରେଡ୍ରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶିତ ହେବ । କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ମଞ୍ଜୁରୀ ପ୍ରଦାନ କରାଯାଇଛି । Read More >
Senior BJD Leader Badri Patra’s Open Revolt | Blames VK Pandian for Party’s Defeat Read More >
ନୂଆବର୍ଷ ପାଳନ ପାଇଁ ଜିରୋ ନାଇଟ୍ ସେଲିବ୍ରେସନ ଉପରେ ନଜର । ପୋଲିସ ପକ୍ଷରୁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି । ନୂଆ ଗାଇଡ ଲାଇନ ଅନୁଯାୟୀ, ବାର୍ ଓ ହୋଟେଲ ଗୁଡ଼ିକ ରାତି ୧୨ ଟା ୩୦ ଯାଏ ଖୋଲା ରହିବ । ରାତି ୧୨ଟା ୩୦ ପରେ ଜିରୋ ନାଇଟ୍ ସେଲିବ୍ରେସନ ବନ୍ଦ ରହିବ। Read More >
ଭୁବନେଶ୍ୱର: ରାଜ୍ୟ ବିଜେପି କାର୍ଯ୍ୟାଳୟରେ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଦଳର ଏକ ଗୁରୁତ୍ଵପୂର୍ଣ୍ଣ ବୈଠକ ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଦଳର ୪ ସାଧାରଣ ସଂପାଦକ ଓ ସଂଗଠନ ସଂପାଦକ ମାନସ ମହାନ୍ତି ପ୍ରମୁଖ ଉପସ୍ଥିତ ଅଛନ୍ତି । Read More >
କଟକ: ବିଜୁ ଯୁବ ଜନତା ଦଳ ଏବଂ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତା ଘୋଷଣାକୁ ନେଇ ବିବାଦ ସୃଷ୍ଟି ହୋଇଛି । କଟକ ଜିଲ୍ଲାରେ ବାହାର ନେତାଙ୍କୁ ଦାୟିତ୍ୱ ଦେବା ଏବଂ ଅନେକ ଆଗ ଧାଡ଼ିର ଯୁବ ଏବଂ ଛାତ୍ର ନେତାଙ୍କ ନାଁ କାଟିବାକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ବିସିଜେଡ଼ି ଉପ ସଭାପତି ସୁମନ ବେହେରା । Read More >
ଆସନ୍ତାକାଲି ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ଦେଖିବାକୁ ବରଗଡ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମହାରାଜା କଂସଙ୍କ ନିମନ୍ତ୍ରଣରେ ଧନୁଯାତ୍ରା ଦେଖିବାକୁ ଯିବେ । Read More >
ନନ୍ଦନକାନନ ପାଳୁଛି ୬୬ ତମ ପ୍ରତିଷ୍ଠା ଦିବସ । ୨୯ ଡିସେମ୍ବର ୧୯୬୦ ମସିହା ଆଜିର ଦିନରେ ପ୍ରତିଷ୍ଠା ହୋଇଥିଲା ନନ୍ଦନକାନନ ପ୍ରାଣୀଉଦ୍ୟାନ । ଏନେଇ ଚଳିତ ବର୍ଷ ନନ୍ଦନକାନନରେ ମହା ଆଡ଼ମ୍ବରରେ ପାଳିତ ହେଉଛି ପ୍ରତିଷ୍ଠା ଦିବସ। ଏହି ଅବସରରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଷ ରାମସିଂ ଖୁଣ୍ଟିଆ ଯୋଗଦେବେ । Read More >
ଭୁବନେଶ୍ୱର: ବହୁ ଚର୍ଚ୍ଚିତ ଓଡ଼ିଶା ପୋଲିସ ସବ୍ଇନସ୍ପେକ୍ଟର ପରୀକ୍ଷା ଜାଲିଆତି ମାମଲାରେ ସିବିଆଇ ତାର ପ୍ରାଥମିକ ଚାର୍ଜସିଟ୍ ଦାକଳ କରିଛନ୍ତି । ଚାର୍ଜସିଟରେ ୧୬ ଜଣଙ୍କ ବିରୋଧରେ ତଥ୍ୟ ପ୍ରମାଣ ସହିତ ଚାର୍ଜସିଟ୍ ଦାଖଲ ହୋଇଛି । Read More >
ରେଙ୍ଗାଲି ଥାନା ଅନ୍ତର୍ଗତ ରମ୍ପେଲା ଜିଓ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡକ ଦୁର୍ଘଟଣା। ଭାରସାମ୍ୟ ହରାଇ ଟ୍ରାକ୍ଟରକୁ ପଛପଟୁ ପିଟିଲା ଯାତ୍ରୀବାହୀ ବସ। ଯାହାଫଳରେ ୩ ଜଣ ଗୁରୁତର ଭାବରେ ଆହତ ହୋଇଥିବା ବେଳେ ୪୦ରୁ ଅଧିକ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ତେଣୁ ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରିବା ସହିତ ବସ ଡ୍ରାଇଭରଙ୍କୁ ଅଟକ ରଖିଛି। Read More >
ବିଶାଖାପାଟଣା: ଟାଟା-ଏର୍ଣ୍ଣାକୁଲମ ଏକ୍ସପ୍ରେସ ଟ୍ରେନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଟ୍ରେନରେ ଦୁଇଟି ବଗିରେ ନିଆଁ ଲାଗିଯାଇଛି । ଫଳରେ ଜଣେ ୭୦ ବର୍ଷିୟ ବୃଦ୍ଧ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟମାନେ ବର୍ତ୍ତି ଯାଇଛନ୍ତି । Read More >
କାର ଉପରେ ଚଢ଼ିଗଲା କାଜୁ ବୋଝେଇ ଟ୍ରକ, ଦୁର୍ଘଟଣାରେ ପାଞ୍ଚ ଜଣ ଆହତ
ବିଜୟ ହଜାରେ ଟ୍ରଫିରେ ପୁଣି ଏକ ମ୍ୟାଚ୍ ଖେଳିବେ ବିରାଟ
ନନ୍ଦନକାନନ ପ୍ରତିଷ୍ଠା ଦିବସ ନୂଆ ଜନ୍ତୁର ନାଁ ଦେଲେ ଜଙ୍ଗଲ ପରିବେଶ ମନ୍ତ୍ରୀ
ସାଧାରଣତନ୍ତ୍ର ଦିବସ ପରେଡ୍ରେ ସାମିଲ ହେବ ଓଡ଼ିଶାର ପ୍ରଜ୍ଞାପନ ମେଢ଼