କେନ୍ଦ୍ରାପଡା ଜିଲ୍ଲା ରାଜକନିକା ଥାନା ଜାଗୁଳାଇପଡା ଗାଁରେ ଅଘଟଣ ଘଟିଛି। ମହୁମାଛି ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ବୈଲୋଚନ ବିଶ୍ୱାଳ।
ସୂଚନା ମୁତାବିକ, ଗତକାଲି ମହୁମାଛି ଆକ୍ରମଣରେ ୬ଜଣ ଆହତ ହୋଇଥିଲେ। ସମସ୍ତଙ୍କୁ ରାଜକନିକା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଗୁରୁତର ଅବସ୍ଥାରେ ବୈଲୋଚନଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା। ହେଲେ ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଛି।
ଅଧିକ ପଢନ୍ତୁ: ହାତୀ ଉପଦ୍ରବ: ଦେଢ଼ ମାସରେ ୩୫ ଜଣଙ୍କର ମୃତ୍ୟୁ, ବନ ବିଭାଗର ସମସ୍ତ ପ୍ରୟାସ ବିଫଳ