ଭୁବନେଶ୍ୱର: ରାଜ୍ୟରେ ନିର୍ମିତ ୧,୮୮୯ଟି ନୂତନ ଅଙ୍ଗନବାଡ଼ି କେନ୍ଦ୍ର (AWC) ଉଦଘାଟିତ ହୋଇଯାଇଛି । ଭୁବନେଶ୍ୱରସ୍ଥିତ ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ଆଭାସୀ ମାଧ୍ୟମରେ ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଉଦାଘାଟନ କରିଛନ୍ତି ।
Read More >