ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୨,୨୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୬,୨୫୦ ଟଙ୍କା ରହିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୬୨୫ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୩,୦୦୦ ଟଙ୍କା ରହିଛି ।
କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଗ୍ରାମ ପିଛା ୬,୬୫୫ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୫୩,୨୪୦ ଟଙ୍କା ରହିଛି । ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୮୭ ରହିଥିବା ବେଳେ ୮ ଗ୍ରାମ୍ ପିଛା ୬୯୬ ଗ୍ରାମ ୧୦୦ପିଛା ୮,୭୦୦ ଓ ୧ କେଜି ପିଛା ୮୭,୦୦୦ ଟଙ୍କା ରହିଛି।
ଅଧିକା ପଢନ୍ତୁ: ଆଜି ସୁନା ଦରରେ ସାମାନ୍ୟ ଆସ୍ୱସ୍ତି