ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୩,୨୦୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୭,୧୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୭୧୦ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୩,୬୮୦ ଟଙ୍କା ରହିଛି ।
କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଗ୍ରାମ ପିଛା ୬,୭୧୦ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୫୩,୬୮୦ ଟଙ୍କା ରହିଛି । ସେହିପରି ୨୪ କ୍ୟାରେଟ୍ ସୁନାର ମୂଲ୍ୟ ୧୦ ଗ୍ରାମ ପିଛା ୭୩,୨୦୦ ରହିଛି । ତେବେ ଗତକାଲି ଅପେକ୍ଷା ଆଜି ଟ୍ୱିନ୍ସିଟିରେ ସୁନା ଦର ବୃଦ୍ଧି ହୋଇଛି । ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୧୦୨ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୮୧୭ ଟଙ୍କା, ୧୦୦ ଗ୍ରାମ୍ ପିଛା ୧୦, ୨୨୦ ଓ ୧ କେଜି ପିଛା ୧,୦୨, ୨୦୦ଟଙ୍କା ରହିଛି ।
ଅଧିକା ପଢନ୍ତୁ: କାଲି ଅପେକ୍ଷା ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ