ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍ଡ ଟୁ ବି ୟୁନିଭର୍ସିଟି ପରିଚାଳିତ ଫ୍ୟାକଲ୍ଟି ଅଫ୍ ମ୍ୟାନେଜମେଂଟ ସାଇନ୍ସେସ୍, ଇନ୍ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍)ର ପ୍ରଫେସର ମନୋରଞ୍ଜନ ଦାଶ, ପ୍ରଫେସର ଅୟସକାନ୍ତ ମହାନ୍ତି ଓ ଡକ୍ଟର ପ୍ରୀତି ଷଡ଼ଙ୍ଗୀଙ୍କ ଦ୍ୱାରା ଲିଖିତ ପୁସ୍ତକ ‘କଂଟେମ୍ପୋରାରୀ କେସ୍ ଷ୍ଟଡିଜ୍ ଇନ୍ ବିଜିନେସ୍ ଆଣ୍ଡ ହେଲ୍ଥ କେୟାର ମ୍ୟାନେଜମେଂଟ’ ସୋଆ ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଶୁକ୍ରବାର ଉନ୍ମୋଚନ କରିଛନ୍ତି ।
Read More >