ଭୁବନେଶ୍ୱର: ରାଜ୍ୟରେ ବିଦ୍ୟୁତ ଭିତ୍ତିଭୂମି କ୍ଷେତ୍ରରେ ଆଜି ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ସହର ଏବଂ ତାର ଆଖପାଖ ଅଞ୍ଚଳରେ ନିରବର୍ଚ୍ଛିନ ବିଦ୍ୟୁତ୍ ସରବରାହ ପାଇଁ ଖୋର୍ଦ୍ଧା ଜିଲ୍ଲା ବାଲିଅନ୍ତାର ଓପିଟିସିଏଲ୍ ଗ୍ରୀଡ଼ଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୩ଟି ଗ୍ରୀଡ୍ ସବଷ୍ଟେସନ୍ ଏବଂ ୮ଟି ଗୁରୁତ୍ୱପୂର୍ଣ୍ଣ ଟ୍ରାନ୍ସମିସନ୍ ଲାଇନର ଲୋକାର୍ପଣ କରିଛନ୍ତି ।
Read More >