ଅସହ୍ୟ ଖରାର ସିଝୁଛି ସାରା ଓଡିଶା । ଏମିତିକି ରାଜ୍ୟର ଅଧିକାଂଶ ସ୍ଥାନରେ ପାରଦ ୪୩ ଡିଗ୍ରୀ ଉପରେ ରହିଛି । ଏଭଳି ପରିସ୍ଥିତିରେ ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡିଛି । ଆଉ ଏହାକୁ ଦୃଷ୍ଟିରେ ରଖି ଯୁକ୍ତ ତିନି ଦ୍ୱିତୀୟ ବର୍ଷ ପରୀକ୍ଷା ସ୍ଥଗିତ ରଖିବାକୁ ଦାବି କରି ଶୁକ୍ରବାର ଭୁବନେଶ୍ୱରର ରମା ଦେବୀ ମହିଳା ବିଶ୍ୱବିଦ୍ୟାଳୟର ବହୁ ଛାତ୍ରଛାତ୍ରୀ ଧାରଣାରେ ବସିଥିବା ଦେଖିବାକୁ ମିଳିଛି ।
Read More >