ଭୁବନେଶ୍ୱର: ଓଡ଼ିଶାରେ ଦେଶର ଏକ ବୃହତ ବିଦେଶୀ ପୁଞ୍ଜିନିବେଶର ଲକ୍ଷ୍ୟରେ ରାଜ୍ୟ ସରକାର ୧ ଲକ୍ଷ ୧ ହଜାର କୋଟି ଟଙ୍କାର ବୁଝାମଣା ପତ୍ର ସ୍ୱାକ୍ଷରିତ କରିଛନ୍ତି । ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନର ଚରଣ ମାଝୀଙ୍କ ଉପସ୍ଥିତିରେ ୟୁଏଇର ଆବୁଧାବୀସ୍ଥିତ ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ଼ ଅନ୍ତରାଷ୍ଟ୍ରୀୟ ହୋଲଡିଂ କମ୍ପାନୀ ଓ ରାଜ୍ୟ ଶିଳ୍ପ ବିଭାଗ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ ହୋଇଛି ।
Read More >