ଆଜି ରାଜଧାନୀରେ ରେକର୍ଡ ତାତି। ଚଳିତ ସିଜିନର ରାଜଧାନୀ ଭୁବନେଶ୍ୱରରେ ସର୍ବୋଚ୍ଚ ଦିନ ତାପମାତ୍ରା ରେକର୍ଡ ହୋଇଛି । ଆଜି ଦିନ ସାଢେ ୨ଟା ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ସର୍ବୋଚ୍ଚ ତାପମାତ୍ରା ୪୩.୮ ଡିଗ୍ରୀ ରେକର୍ଡ ହେବ ସହ ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ ସୋସିଆଲ ମିଡ଼ିଆ ଏକ୍ସରେ ସୂଚନା ଦେଇଛନ୍ତି।
Read More >