କଟକ: ଆଜି କଟକସ୍ଥିତ ଷଷ୍ଠ ଓଏସଏପି ବାଟାଲିୟନ ପରିସରରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦  ତମ ଜନ୍ମ ଜୟନ୍ତୀ ଅବସରରେ ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ଏକତା ଦିବସ ସମାରୋହ ପାଳିତ ହୋଇଯାଇଛି । କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ମହାପୁରୁଷ ସର୍ଦ୍ଦାର ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଛନ୍ତି ।
                                            
                                            Read More >