ଭୁବନେଶ୍ୱର: ଆଗାମୀ ପାର୍ବଣକୁ ଦୃଷ୍ଟିରେ ରଖି ଅପରାଧିକଙ୍କ ଉପରେ କଡ଼ା ନଜର ରଖିବାକୁ ରାଜ୍ୟ ପୋଲିସ ପକ୍ଷରୁ ଆରମ୍ଭ ହୋଇଛି ଅପରେସନ୍ ‘ଦମନ’ । ରାଜ୍ୟରେ ଶାନ୍ତି, ଶୃଙ୍ଖଳା ଓ ନିରାପତ୍ତା ସୁନିଶ୍ଚିତ କରିବା ପାଇଁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ‘ଦମନ’ ଅଭିଯାନକୁ ଅଧିକ ଜୋରଦାର କରାଯାଇଛି ।
Read More >