ଭୁବନେଶ୍ୱର: ପଖାଳ ଦିବସର ମୂଳ ଲକ୍ଷ୍ୟ ହେଉଛି ଓଡ଼ିଆ ଖାଦ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାଇବା। ଆଜିକାଲିର ପାଶ୍ଚାତ୍ୟ ଖାଦ୍ୟ ସଂସ୍କୃତି ଭିତରେ ଆମର ଏହି ପାରମ୍ପରିକ ଖାଦ୍ୟ ଯେପରି ହଜି ନଯାଏ, ସେଥିପାଇଁ ଏହି ଦିବସଟି ସମସ୍ତ ଓଡ଼ିଆଙ୍କୁ ଏକଜୁଟ କରିବାର ପ୍ରୟାସ କରିଥାଏ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ।
Read More >