ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ଦିଘିରି ଠାରେ ଦୁର୍ଘଟଣା ସୋମବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରକକୁ ପଛପଟରୁ ବାଇକ୍ ପିଟିଛି। ଏହି ଦୁର୍ଘଟଣାରେ ବାଇକ ଆରୋହୀ ୨ଭାଇଙ୍କର ମୃତ୍ୟୁ ଘଟିଛି। ମୃତକମାନେ ହେଲେ ବିକାଶ ପ୍ରଧାନ ଏବଂ ଆକାଶ ପ୍ରଧାନ।
Read More >