ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଆଜି ରାତିରେ ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ଦେଇ ଗତି ଗରିବ । ତେଣୁ ଏହାର ପ୍ରଭାବରେ ରାଜ୍ୟରେ ଭୀଷଣ ବର୍ଷା ହେବାର ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ବର୍ଷା ଓ ଏହାର ପ୍ରଭାବ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ସମୀକ୍ଷା କରିଛନ୍ତି। ‘ଜିରୋ କାଜୁଆଲଟି’, ଜଳବନ୍ଦୀ ସମସ୍ୟାର ମୁକାବିଲା ଏବଂ
Read More >