ଭୁବନେଶ୍ୱର: ଇଂରାଜୀ ନବ ବର୍ଷ ୨୦୨୬ ଉପଲକ୍ଷେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବାକୁ ପୁରୀକୁ ଲକ୍ଷାଧିକ ଭକ୍ତଙ୍କ ଆଗମନ ହେବାର ସମ୍ଭାବନା ରହିଛି । ଭକ୍ତଙ୍କ ସୁରକ୍ଷା, ଶୃଙ୍ଖଳିତ ଦର୍ଶନ, ମନ୍ଦିର ସୁରକ୍ଷା ଏବଂ ଟ୍ରାଫିକ୍ ବ୍ୟବସ୍ତା ନେଇ ରାଜ୍ୟ ପୋଲିସର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।
Read More >