ଭୁବନେଶ୍ୱର: ଏ ସହର ଆମର ଏବଂ ଏହାର ସ୍ୱଚ୍ଛତାର ଦାୟିତ୍ୱ ମଧ୍ୟ ଆମ ସମସ୍ତଙ୍କର। ବର୍ତ୍ତମାନ ଦେଶର ସ୍ୱଚ୍ଛତା ତାଲିକାରେ ଭୁବନେଶ୍ୱର ନବମ ସ୍ଥାନରେ ରହିଛି। ଯଦି ଆମେ ସମସ୍ତେ ବ୍ୟକ୍ତିଗତ ଭାବେ ନିଜ ନିଜର ଦାୟିତ୍ୱ ସଠିକ୍ ଭାବେ ତୁଲାଇବା, ତେବେ ଆମ ସହର ଦେଶର ସବୁଠାରୁ ସ୍ୱଚ୍ଛ ଓ ସୁନ୍ଦର ହୋଇ ପ୍ରଥମ ସ୍ଥାନ ହାସଲ କରିବ। ଆଜି ଭୁବନେଶ୍ୱର ମହାନଗର ନିଗମ ଦ୍ୱାରା ଖଣ୍ଡଗିରିଠାରେ ଆୟୋଜିତ ‘ଏକ ଦିନ୍, ଏକ ଘଣ୍ଟା, ଏକ ସାଥ୍’ ସ୍ୱଚ୍ଛତା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଏହା କହିଛନ୍ତି ।
Read More >