ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ସ୍ଥାନୀୟ ଶୀତଳାପଲ୍ଲୀ କ୍ୟାମ୍ପସ୍ରେ ଆସନ୍ତା ଏପ୍ରିଲ୍ ୨୮ ତାରିଖ ଦିନ ମଧୁମେହ ରୋଗୀଙ୍କ ନିମନ୍ତେ ସମ୍ପୂର୍ଣ୍ଣ ମାଗଣାରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଆୟୋଜିତ ହେବ । ସକାଳ ୯ ଟାରୁ ଦିନ ୧ଟା ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଏହି ଶିବିରରେ ଡାକ୍ତର ଓ ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ ରୋଗୀମାନଙ୍କୁ ଚିକିତ୍ସା କରିବେ ଓ ପରାମର୍ଶ ଦେବେ ।
Read More >