ଆଜି ରାଜ୍ୟରେ ପ୍ରଥମ ଥର ପାଇଁ ରାଜଧାନୀରେ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ କୁକୁର ଗଣନା ଆରମ୍ଭ ହୋଇଛି । ଭୋର୍ ୫ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ଚାଲିଥିଲା ଗଣନା କାର୍ଯ୍ୟ । ୬୭ଟି ୱାର୍ଡରେ କୁକୁର ଗଣନା ଆରମ୍ଭ ହୋଇଥିବାବେଳେ ୪୧୦ ଜଣ ନିୟୋଜିତ ଅଛନ୍ତି । ଦକ୍ଷ ପଶୁ ଡାକ୍ତରଙ୍କ ତତ୍ତ୍ୱାବଧାନରେ ସ୍ୱଚ୍ଛସାଥୀ, ସ୍ୱଚ୍ଛ ସୁପରଭାଇଜର, ସାନିଟାରୀ ଇନ୍ସପେକ୍ଟର, ଏସଏମଟିଏ, ଡିଇଓ, ସିଓ, ଓ୍ୱାର୍ଡ ଅଫିସର ପ୍ରମୁଖ ଏହି କାର୍ଯ୍ୟରେ ସାମିଲ ହୋଇଛନ୍ତି ।
Read More >