ପୁଣି ରାଜଧାନୀରେ ମଦ୍ୟପ ଯୁବକଙ୍କ ଉନ୍ନତ କାଣ୍ଡ। ହୋଟେଲ କର୍ମଚାରୀକୁ ଖଣ୍ଡାରେ ଗୋଡେଇ ଗୋଡେଇ ହାଣିଲେ ୪ ମଦ୍ୟପ ଯୁବକ। ଆହତ ଯୁବକ ହେଲେ ପୂର୍ବ ପଶ୍ଚିମବଙ୍ଗ, ମେଦିନ ପୁର, ବୁଦ୍ଧ ଭୂୟାଁ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ଆହତ ହୋଟେଲ କର୍ମଚାରୀଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖାରବେଳ ନଗର ଥାନା ୟୁନିଟ ୪ ଆମିଷ ବଜାର ପାଖରେ ଘଟିଛି ଏହି ନାରକୀୟକାଣ୍ଡ। ଘଟଣାସ୍ଥଳରେ ଖାରବେଳ ନଗର ଥାନା ପୋଲିସ ପହଞ୍ଚି ତଦନ୍ତ କରୁଛି।
Read More >