ଫକୀର ମୋହନ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଓ ମୃତ୍ୟୁ ଘଟଣାରେ କ୍ରାଇମ୍ବ୍ରାଞ୍ଚର ଟିମ୍ ତଦନ୍ତ ଜାରି ରଖିଛି। ଏନେଇ କ୍ରାଇମ୍ବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଘଟଣାର ତଦନ୍ତ ପାଇଁ କଲେଜ ପରିସରରେ ପହଞ୍ଚିଥିଲେ । ଉକ୍ତ ତଦନ୍ତ ଘଟଣାରେ କ୍ରାଇମବ୍ରାଞ୍ଚ ଡିଜି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, " ବହୁତ ପ୍ରମାଣ ଯୋଗାଡ଼ କରିଛୁ, ଏବେ ବି ତଦନ୍ତ ଜାରି ରହିଛି ।
Read More >