ଭୁବନେଶ୍ୱର : ଆସନ୍ତା ଡିସେମ୍ବର ୨୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ ରହିବ। ଏହି ଦିନ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ ସମୟରେ ଜନଶୁଣାଣି ତାରିଖ ଜଣାଇ ଦିଆଯିବ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।