ବାଣ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ। ଫଳରେ କ୍ଷଣକ ମଧ୍ୟରେ ସବୁକିଛି ଜଳିପୋଡ଼ି ପାଉଁଶ ହୋଇଯାଇଥିବା ବେଳେ ଘରର ଛାତ ଉଡି ଯାଇଛି। ତେବେ ବାଲିପାଟଣା ଥାନା ବାଲିକୁଦା ପାଟଣା ସ୍ଥିତ ଏକ ବାଣ ଗୋଦାମରେ ଘଟିଛି। ତେବେ ଉକ୍ତ ଅଗ୍ନିକାଣ୍ଡ ବ୍ୟାପକ ପରିମାଣ ବାଣ ଫୁଟି ପ୍ରଚଣ୍ଡ ଶବ୍ଦ ହୋଇଥିଲା। ଯାହାଫଳରେ ଲୋକେ ଭୟଭୀତ ହୋଇ ପଡ଼ିଥିଲେ କିନ୍ତୁ ଏଥିରେ କେହି ଆହତ ହୋଇ ନ ଥିବା ଜଣାପଡିଛି।
Read More >