ହୁତୁହୁତୁ ହୋଇ ଜଳିଲା ଦୋକାନ। ଦୋକାନ ଭିତରେ ଜୀବନ୍ତ ଦଗ୍ଧ ହୋଇଗଲେ ବାପା ଓ ପୁଅ। ଘଟଣାସ୍ଥଳରେ ଦୁଇଜଣଙ୍କର ମୃତ୍ୟୁ ହୋଇଛି। ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଳକ ସାନପଦର ଗାଁରେ ଏଭଳି ଅଘଟଣ ଘଟିଛି। ଖବରପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିବା ସହିତ ବାପା,ପୁଅଙ୍କ ଅର୍ଦ୍ଧଦଗ୍ଧ ମୃତଦେହକୁ ଶବ ବ୍ୟବଚ୍ଛେଦ ପାଇଁ ହସ୍ପିଟାଲ ପଠାଇଛି।
Read More >