ଭୁବନେଶ୍ୱର : ଓଡ଼ିଶା ରାଜଭବନକୁ ମିଳିଛନ୍ତି ନୂଆ ସାମ୍ବିଧାନିକ ମୁଖିଆ। ଭାରତୀୟ ଜନତା ପାର୍ଟି (ବିଜେପି)ର ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଡକ୍ଟର ବ୍ରଜମୋହନ ରାମଙ୍କୁ ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ରାଷ୍ଟ୍ରପତି ଭବନ ପକ୍ଷରୁ ଏହି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରାଯାଇଛି।
Read More >