୨୪ ଘଣ୍ଟା ପାଇଁ ଭଦ୍ରକ ଜିଲ୍ଲାର ୫ ଟି ସ୍ଥାନରେ ଇଣ୍ଟରନେଟ୍ ସେବା ବନ୍ଦ କରାଯାଇଛି । ସକାଳ ୬ଟାରୁ ଆସନ୍ତାକାଲି ୬ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ କରାଯାଇଛି । ଭଦ୍ରକ ବ୍ଲକ ଓ ପୌରପାଳିକା, ତିହିଡି, ଧାମନଗର, NAC ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ କରାଯାଇଛି । ଗୋଷ୍ଠୀ ସଂଘର୍ଷରୁ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇ ଏପରି ନିଷ୍ପତ୍ତି ନିଆଯାଇଛି ।
Read More >